• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Leo

ସିଂହ

Monday 02 Sep 2024

ସ୍ୱାସ୍ଥରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତାଦୂର ହୋଇ ମନ , ଯଶ , ପ୍ରତିଷ୍ଠା ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭୀଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ପଢାପଢି ସନ୍ତୋଷ ଜନକ ହେବା ଯୋଗେ ମାନସିକ ଶାନ୍ତି ମିଳିବ ।

ପ୍ରତିକାର- ମାଙ୍କଡକୁ ଗୁଡ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :