• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Virgo

କନ୍ୟା

Monday 02 Sep 2024

ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବାଣିଜ୍ୟ , ବ୍ୟବସାୟ , କଳା , ସାହିତ୍ୟ ଓ ସଭାସମିିତିରେ ସଫଳତା ହାସଲ କରିବେ । କିଛି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟ ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ ।

ଶୁଭ ରଙ୍ଗ-ସବୁଜ ଏବଂ ଶୁଭ ସଂଖ୍ୟା-୫

ପ୍ରତିକାର- ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :