• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Libra

ତୁଳା

Monday 02 Sep 2024

କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟ ପ୍ରାପ୍ତି ହେବା ଫଳରେ ସହକର୍ମୀମାନେ ପ୍ରଶଂସା କରିବେ । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଆର୍ôଥକ ସ୍ଥିତି ସୁଦୃଢ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ ।

ପ୍ରତିକାର- କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :