• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Scorpio

ବିଛା

Monday 02 Sep 2024

ଖାଇବା ପିଇବାରେ ଅବହେଳା କରିବାରୁ ସ୍ୱାସ୍ଥ୍ୟ ଖରାପ ହୋଇପାରେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ୱାରା ସହଜ ସୁବିଧାରେ ହୋଇଯିବ ।

ପ୍ରତିକାର- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :