• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Sagittarius

ଧନୁ

Monday 02 Sep 2024

ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ୱପୂର୍ଣ୍ଣ କାମ ଆପଣଙ୍କ ଦ୍ୱାରା ହୋଇପାରେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ ।

ପ୍ରତିକାର- ଲଡୁ ଧର୍ମସ୍ଥାନରେ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :