• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 2nd September To 7th September 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

କେମିତି କଟିବ ଆପଣଙ୍କ ଏହି ସପ୍ତାହ ? କଣ କରିବେ ପ୍ରତିକାର ? କଣ ରହିଛି ଶୁଭ ରଙ୍ଗ ? କଣ ରହିଛି ଶୁଭ ସଂଖ୍ୟା ? ଜାଣନ୍ତୁ...

Capricorn

ମକର

Monday 02 Sep 2024

ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବ ନାହିଁ । କାମ-କାର୍ଯ୍ୟରେ ନୂଆ ଊପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ ।

ପ୍ରତିକାର- ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :