ଏହି ସପ୍ତାହରେ ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଏହି ସପ୍ତାହରେ ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
ଦେହ ଓ ମନ ଭଲ ରହିବ। ଦିନଟିର ଉତ୍ସାହ ସହ କଟିବ। ବ୍ୟବସାୟ କରୁଥିବା ଲୋକେ ଲାଭବାନ ହେବେ। ଆୟ ବୃଦ୍ଧି ପାଇବ। ପଡୋଶୀମାନଙ୍କ ସହ ସମ୍ପର୍କ ମଧୁର ହେବ। ପାରିବାରିକ ଜୀବନ ଶାନ୍ତରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। ଆତ୍ମବିଶ୍ୱାସ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଖୁବ୍ ସଫଳତା ହାସଲ କରିବେ । ଧନ ଲାଭର ଯୋଗ ରହିଛି । ଧନ ସମସ୍ୟା ଦୂର ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କିଛି ବିଶେଷ କାର୍ୟ୍ୟ ଅତି ଶିଘ୍ର ପୂରଣ ହେବ । ସାସ୍କୃତିକ କାର୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮