ଏହି ସପ୍ତାହରେ ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଏହି ସପ୍ତାହରେ ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
ଆଳସ୍ୟ ଓ ଥକ୍କା ଅନୁଭବ କରିବେ। କାର୍ୟ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପରରେ ସମସ୍ୟା ଆସିପାରେ। ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ।ଆୟର ନୂଆ ନୂଆ ରାସ୍ତା ସାମ୍ନାକୁ ଆସିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ବନ୍ଧୁ ଓ ପରିବାର ସଦସ୍ୟଙ୍କ ସହ ସମ୍ପର୍କ ମଜଭୁତ ହେବ । ବ୍ୟବସାୟୀଙ୍କ ପାଇଁ ଏହି ବର୍ଷ ଖୁବ୍ ଶୁଭ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩