ଏହି ସପ୍ତାହରେ ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଏହି ସପ୍ତାହରେ ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
ସୂଚାରୁ ରୂପେ ସମସ୍ତ କାର୍ୟ୍ୟ ତୁଳାଇବେ। ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ। କାର୍ୟ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ଆୟ ବଢିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ। ସନ୍ଧ୍ୟାରେ ରୋଷେଇ ଜିନିଷର କିଣା କିଣି କାରଣରୁ ଆପଣ ବ୍ୟସ୍ତ ରହିବେ । ଆପଣ ଆଜି ନିଜ ପ୍ରିୟାକୁ ମନର କଥା ପ୍ରକାଶ କରିବେ । ଚାକିରି କ୍ଷେତ୍ରରେ କୂଟନିତୀ ପଦାରେ ପଡି ଯିବାର ଭୟ ରହିଛି । ଆପଣ କିଛି ଉତ୍ତମ କାର୍ୟ୍ୟ କରି ପାରନ୍ତି । ଯେଉଁମାନେ ବିଗତ କିଛି ଦିନ ହେବ ବହୁତ କାର୍ୟ୍ୟ ବ୍ୟସ୍ତ ଥିଲେ ସେମାନଙ୍କୁ ଆଜି ନିଜ ପାଇଁ ସମୟ ନିଶ୍ଚୟ ମିଳିବ
ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨