ଏହି ସପ୍ତାହରେ ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଏହି ସପ୍ତାହରେ ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ। ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ନିଜ ଲୋକଙ୍କ ସହିତ ମତାନ୍ତର, ମନାନ୍ତର ଦେଖାଦେବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ଶିକ୍ଷାର୍ଥୀ ମାନଙ୍କୁ ଆଶାନୁରୂପ ଫଳ ପାଇବା ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ। ପିତାମାତାଙ୍କ ପରାମର୍ଶ ନେଇ କାର୍ୟ୍ୟ କରନ୍ତୁ।
ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫