ଏହି ସପ୍ତାହରେ ସ୍ୱାସ୍ଥ୍ୟ ଭଲ ରହିବ। ଦୂରଯାତ୍ରା ଶୁଭପ୍ରଦ ହେବ। ପ୍ରେମ ଜୀବନରେ ରୋମାଞ୍ଚ ବୃଦ୍ଧି ପାଇବ । ଏହି ସପ୍ତାହରେ ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ ।
ଶରୀର ସୁସ୍ଥ ରହିବା ସହ ମାନସିକ ଶାନ୍ତି ବଜାୟ ରହିବ। ଅକସ୍ମାତ ଧନ ପ୍ରାପ୍ତି ନେଇ ଯୋଗ ରହିଛି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ। ପିତାମାତାଙ୍କ ପରାମର୍ଶ ନେଇ କାର୍ୟ୍ୟ କରନ୍ତୁ। ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬