• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 30th September To 6th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସାହିତ୍ୟ, କଳାକ୍ଷେତ୍ରରେ ସମ୍ମାନିତ ହେବେ। ଜୀବନ ସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

Aries

ମେଷ

Monday 30 Sep 2024

ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । କମିଶନ କାର୍ଯ୍ୟରେ ସାମାନ୍ୟ ଲାଭ ହେବାର ସମ୍ଭାବନା ଅଛି । ମିତ୍ରଙ୍କ ଦ୍ୱାରା ସହାୟତା ମିଳିବ । ବହୁତ ଦିନରୁ ଲାଗିଥିବା ବିବାଦରୁ ମୁକ୍ତି ମିଳିବା ସହ ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢିଯିବ । ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥ ହୋଇ ପାରେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ପ୍ରତିକାର - ଅଟାରେ ଚିନି ମିଶାଇ ରୁଟି ତିଆରି କରି ଲାଲ୍ କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :