• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 30th September To 6th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସାହିତ୍ୟ, କଳାକ୍ଷେତ୍ରରେ ସମ୍ମାନିତ ହେବେ। ଜୀବନ ସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

Taurus

ବୃଷ

Monday 30 Sep 2024

ସମ୍ପର୍କୀୟ ବନ୍ଧୁଙ୍କ ସାହାର‌୍ୟ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଶୁଭ ସମାଚାର ଶୁଣି ଧୌର୍ଯ୍ୟ ଓ ସାହସ ବୃଦ୍ଧି ପାଇବାସହ ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାର ରେ ଉଚ୍ଚ ପ୍ରଶଂସିତ ହେବେ ।

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :