• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 30th September To 6th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସାହିତ୍ୟ, କଳାକ୍ଷେତ୍ରରେ ସମ୍ମାନିତ ହେବେ। ଜୀବନ ସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

Pisces

ମୀନ

Monday 30 Sep 2024

ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ସମସ୍ୟା ଦେଖାଦେଇ ପାରେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ । ବହୁ ଉପାୟ ଅବଲମ୍ବନ କରି ଧନ ଅର୍ଜନ କରିପାରନ୍ତି । ନିଜ ଅର୍ଜିତ ବିଦ୍ୟାର ପ୍ରୟୋଗ କରି ଲୋକଲୋଚନକୁ ଆସିପାରନ୍ତି । ପିତାମାତାଙ୍କ ଆର୍ଶୀବାଦରୁ ଧନ ଲାଭ କରିପାରନ୍ତି । ବାଣିଜ୍ୟରୁ ଲାଭବାନ ହେବେ । ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ

ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :