• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 30th September To 6th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସାହିତ୍ୟ, କଳାକ୍ଷେତ୍ରରେ ସମ୍ମାନିତ ହେବେ। ଜୀବନ ସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

Libra

ତୁଳା

Monday 30 Sep 2024

ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ସହେଯାଗୀମାନେ ସହେଯାଗ ଅଫିସରମାନେ ସନ୍ତୋଷ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣ ଭାବି କର୍ମ କରିଲେ ଲାଭବାନ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚିତ୍ର ଦେଖୀପାରନ୍ତି

ପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :