• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 30th September To 6th October 2024: ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ; କଣ କରିବେ ପ୍ରତିକାର...

ଜାଣନ୍ତୁ କେମିତି କଟିବ ଆପଣଙ୍କ ସପ୍ତାହ....ଏହି ସପ୍ତାହରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସାହିତ୍ୟ, କଳାକ୍ଷେତ୍ରରେ ସମ୍ମାନିତ ହେବେ। ଜୀବନ ସାଥୀଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ ।

Capricorn

ମକର

Monday 30 Sep 2024

ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଲକ୍ଷ୍ୟ ହାସଲ ପାଇଁ ନାନା ଉପାଦେୟ ପୁସ୍ତକ ଅଧ୍ୟୟନରେ ମନୋନିବେଶ କରିପାରନ୍ତି । ବିଭିନ୍ନ ସୂତ୍ରରୁ ଦାନ ସୂତ୍ରରେ ଧନ ଅର୍ଜନ କରି ଅଭାବ ମେଣ୍ଟାଇ ପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଆର୍ଥିକ କ୍ଷେତ୍ରରେ ଲଭବାନ୍ ସହିତ ସଂଚୟ କରିପାରନ୍ତି । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ ।

ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :