ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାରଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ । ନିଜର ଭଲ କାମ ପାଇଁ ପ୍ରଂଶସିତ ହେବେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।
ପ୍ରତିକାର– କିଛି ଦହି ମିଶ୍ରି ଓ ଅରୁଆ ଚାଉଳ କୌଣସି ଦେବୀ ମନ୍ଦିରରେ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬