• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 31 March 2025 To 06th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

Aquarius

କୁମ୍ଭ

Monday 31 Mar 2025

ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥିକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢି ଓ ପରୀକ୍ଷାରେ ସମଫଳ ମିଳିବ । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ  ରହିବ । କିଛି ଜିନିଷ ଦ୍ୱାରା ଆପଣ ଆଘାତ ପାଇ ପାରନ୍ତି । ଶିକ୍ଷାର୍ଥୀମାନେ ଆତ୍ମନିର୍ଭରଶୀଳ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।  ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS