ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । ଜୀବନରେ କିଛି ପରିବର୍ତନ କରିବାକୁ ଚେଷ୍ଟା କରିବେ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରିପାରନ୍ତି । ଖୋଳାଳିମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ରାଜନୈତିକ ସମର୍ଥନ ପାଇବେ । ଚାକିରିରେ ପ୍ରାଧାନ୍ୟ ବୃଦ୍ଧି ପାଇବ । ପଢାପଢିରେ ଶୁଭଫଳ ମିଳିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହାଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩