• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 31 March 2025 To 06th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

Gemini

ମିଥୁନ

Monday 31 Mar 2025

ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ପରୋକ୍ଷ ଶତୃତା ଲାଗିରହିବ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଛୋଟ ଛୋଟ କଥାକୁ ନେଇ ପ୍ରେମୀଯୁଗଳଙ୍କ ମଧ୍ୟରେ ମତାନ୍ତର ହୋଇପାରେ । ଛାତ୍ରଛାତ୍ରୀ ପଢାରେ ମନ ଯୋଗ ରଖିପାରିବେ ନାହିଁ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ସମାଜ କଲ୍ୟାଣ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ ।

ପ୍ରତିକାର – ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ
 
ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS