• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 31 March 2025 To 06th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

Cancer

କର୍କଟ

Monday 31 Mar 2025

ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।  ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବେ । ଜୀବନସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥିମାନେ ଏକାଗ୍ରତା ରକ୍ଷା କରିବେ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖୀନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ । ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇନଥାଏ । ଅନ୍ୟମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।

ପ୍ରତିକାର – ସକାଳୁ ଉଠି ସ୍ନାନ ସାରି ନିଜ ମାଆଙ୍କର ପାଦ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS