ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ଦୁର୍ବଳତା ଯୋଗୁଁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳାମାନେ ଅଳଙ୍କାରମାନ କ୍ରୟ କରି ପାରନ୍ତି । ନବ ବିବାହିତ ଦମ୍ପତି ଏକା ସାଙ୍ଗରେ ସମୟ ବିତାଇବେ । ଗୁରୁଜନମାନଙ୍କ ସହିତ ମତାନ୍ତର ହୋଇପାରେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ । ଲୋକମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ ।
ପ୍ରତିକାର– ବିଷ୍ଣୁ ମନ୍ଦିରରେ ଦାନ କରି ଦିନ ଆରମ୍ଭ କରନ୍ତୁ ।
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧