• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 31 March 2025 To 06th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

Virgo

କନ୍ୟା

Monday 31 Mar 2025

ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିପାରେ । ବିଦ୍ୟାର୍ଥୀମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୌଣସି କାମକୁ ହାତକୁ ନେବେ । ବହୁ ଦିନର ମନସ୍କାମନା ପୂରଣ ହେବ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS