• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 31 March 2025 To 06th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

Libra

ତୁଳା

Monday 31 Mar 2025

ପୁରାତନ ରୋଗରୁ ଉପଶମ ମିଳିବ । ପରିବାର ସହ ଦୂର ସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି । ଦାମ୍ପତ୍ୟ ସୁଖରେ  ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ, ଆୟ ଅବ୍ୟାହତ ହେବ । ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ । ଘର ପାଇଁ ଆସବାବ କ୍ରୟ କରିବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇଥିବାରୁ ଅନ୍ୟମନସ୍କ ରହିବେ । 

ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS