• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 31 March 2025 To 06th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

Scorpio

ବିଛା

Monday 31 Mar 2025

ସ୍ୱାର୍ଥପରତା ଯୋଗୁଁ ଅନେକ ବନ୍ଧୁ ଆପଣଙ୍କଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖାଦେଇପାରେ ।  ପରିବହନ ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତ୍ତ ବ୍ୟ ନିଷ୍ଠା ଯୋଗୁଁ ସମସ୍ତଙ୍କର ଆଦର ହେବେ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଗୃହିଣୀମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ସାହାଯ୍ୟକାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ ।

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS