ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।
ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।ବିବାହ ଆଦି ଶୁଭ କାର୍ଯ୍ୟରେ ଯୋଗ ଦେଇ ମନ ଖୁସି ରହିବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ମୂଳକ ପରିକ୍ଷାରେ ସଫଳ ହେବେ । ରାଜନୀତିରେ ଚାପରେ ଗତିକରିବେ । ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । ଆପଣଙ୍କ କାମରେ ଅନ୍ୟ ମାନଙ୍କୁ ଖୁସି କରିପାରିବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ମହିଳାମାନଙ୍କୁ ବନ୍ଧୁଙ୍କ ସହଯୋଗ ମିଳିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ ।
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩