• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 31 March 2025 To 06th April 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି । ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ ।

Capricorn

ମକର

Monday 31 Mar 2025

ସପଂର୍କୀୟମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇପାରନ୍ତି । ସୁଖ, ସମୃଦ୍ଧି ବଢିବ । ମହିଳାମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । କାର୍ଯ୍ୟ କ୍ଷେତ୍ରରେ ଖୁବ ଶୀଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । ଅଦାଲତରେ ଜୟଯୁକ୍ତ ହେବେ । ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ ।

ପ୍ରତିକାର – ଦକ୍ଷିଣକାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS