କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ବ୍ୟବସାୟରେ ଲାଭବାନ୍ ହେବେ । ଚାକିରିରେ ପଦ ମର୍ୟ୍ୟଦା ପ୍ରାପ୍ତ ହୋଇପାରେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ଦାୟିତ୍ୱ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ମହିଳା ମାନେ କର୍ତବ୍ୟନିଷ୍ଠା ପରାୟଣ ରହିବେ । ଛାତ୍ର ଛାତ୍ରୀ ମାନେ ମାନସିକ ସ୍ତରରେ ଖୁସି ରହିବେ । ବହୁ ଦିନର ମନସ୍କାମନା ପୂରଣ ହେବ । ଘର ପାଇଁ ଆସବାବ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ ।
ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯