• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd February 2025 To 9th February 2025: କେମିତି କଟିବ ଏହି ସପ୍ତାହ ? ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Taurus

ବୃଷ

Monday 03 Feb 2025

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପ୍ରେମିକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ଅଭାବ ହେତୁ ପରିବାରରେ କଳହ ଦେଖାଦେବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ । ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଯେ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚିତ୍ । ଯାତ୍ରା କାଳରେ କଷ୍ଟ ବୋଗି ପାରନ୍ତି ।

ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :