କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ । ଶରିରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ । କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ପ୍ରଶାସନିକ ବିରୋଧି ଦେଖା ଦେଇପାରେ । ଲେଖାପଢାରେ ସାଥିଙ୍କ ସାହାର୍ୟ୍ୟ ସହଯୋଗ ମିଳିବ । ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି । ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ ।
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮