• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd February 2025 To 9th February 2025: କେମିତି କଟିବ ଏହି ସପ୍ତାହ ? ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Pisces

ମୀନ

Monday 03 Feb 2025

ରୋଗର ପ୍ରକୋପ ବୃଦ୍ଧି ପାଇବ । ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ । ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :