• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd February 2025 To 9th February 2025: କେମିତି କଟିବ ଏହି ସପ୍ତାହ ? ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Gemini

ମିଥୁନ

Monday 03 Feb 2025

କର୍ମକ୍ଷେତ୍ରରେ ପଦୋନ୍ନତି ସହଜ ସରଳରେ ହୋଇ ପାରିବ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ନିଜର ପ୍ରଭାବ, ପରାକ୍ରମ ବୃଦ୍ଧି ପାଇବା ସହ ନିଜର ଯୋଗ୍ୟତା ଓ ସେକ୍ଷମତାର ବହୁତ ଲାଭ ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ । ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ । ଘରର ସୀମା ବା ସଂପତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :