• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd February 2025 To 9th February 2025: କେମିତି କଟିବ ଏହି ସପ୍ତାହ ? ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Virgo

କନ୍ୟା

Monday 03 Feb 2025

ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବା ଫଳରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରି ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :