କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ବ୍ୟବସାୟରେ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି । ସତର୍କତା ଅବଲମ୍ବନ ନ କଲେ କୌଣସି ଭୁଲ୍ କାମରେ ଫଶିଯିବେ । ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ ।
ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬