କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦରେ ଦିନ କଟାଇବେ । ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ । ଆପଣଙ୍କର ଅନ୍ତର ଆତ୍ମା ପ୍ରଖର ରହିବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ବିଭିନ୍ନ ଦିଗରୁ ଅର୍ଥ ଆୟ କରିବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ୱେ ଲାଭ ସୁନିଶ୍ଚିୟ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ଅନ୍ୟକୁ ସାହାର୍ୟ୍ୟ କରିବେ ।
ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯