• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd February 2025 To 9th February 2025: କେମିତି କଟିବ ଏହି ସପ୍ତାହ ? ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Sagittarius

ଧନୁ

Monday 03 Feb 2025

ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାର‌୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।

ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :