• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd February 2025 To 9th February 2025: କେମିତି କଟିବ ଏହି ସପ୍ତାହ ? ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର

କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....

Capricorn

ମକର

Monday 03 Feb 2025

ଭାତୃ ସଂପର୍କରେ ଉନ୍ନତି ଘଟିବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।

ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :