• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 3rd June To 9th June 2024: ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ, ନୂତନ ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ,କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଶୁଭ ସୂଚନା ପାଇବେ ।

Aries

ମେଷ

Monday 03 Jun 2024

ସମସ୍ତ ସମସ୍ୟା ଧିରେ ଧିରେ ଅପସରି ଯିବ । ପରିବାରର ବରାଦି ମୁତାବକ ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ । ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ । ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ ।

ପ୍ରତିକାର- ସ୍ନାନ ଜଳରେ କିଛି ହେଙ୍ଗୁ ମିଶାଇ ସ୍ନାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :