• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 3rd June To 9th June 2024: ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ, ନୂତନ ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ,କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଶୁଭ ସୂଚନା ପାଇବେ ।

Aquarius

କୁମ୍ଭ

Monday 03 Jun 2024

ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଯେଉଁ କାମରେ ହାତ ଦେବେ ସଫଳତାର ଶୀର୍ଷକୁ ସ୍ପର୍ଶ କରିବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସାମାଜିକ ସ୍ତରରେ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଘର ଓ ପରିବାରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିପାରନ୍ତି । ସାମାଜିକ ସ୍ତରରେ କୌଣସି କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି ।

ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରିବା ସହିତ ନିଜ ପାଖରେ ଲୁହାରେ ନିର୍ମିତ ଶନିଙ୍କର ଯନ୍ତ୍ରଟିଏ ରଖନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :