• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 3rd June To 9th June 2024: ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ, ନୂତନ ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ,କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଶୁଭ ସୂଚନା ପାଇବେ ।

Cancer

କର୍କଟ

Monday 03 Jun 2024

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମ କ୍ଷେତ୍ରରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନଧ୍ୟ ଲାଭ କରିପାରନ୍ତି । ପାରିବାରିକ କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନପାରେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଉଚ୍ଚଶିକ୍ଷା ନିମିତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପୈତୃକ ସମ୍ପତି କୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ ।

ପ୍ରତିକାର- ଭୋକିଲା ଲୋକଙ୍କୁ ଖେଚୁଡି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :