• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 3rd June To 9th June 2024: ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ, ନୂତନ ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ,କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଶୁଭ ସୂଚନା ପାଇବେ ।

Virgo

କନ୍ୟା

Monday 03 Jun 2024

ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ । ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ବନ୍ଧୁ କାମ ହାସଲ ସକାଶେ ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିପାରନ୍ତି। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିିବ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ବକେୟା ଅର୍ଥ କିଛି ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ନାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ ।

ପ୍ରତିକାର- ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :