• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 3rd June To 9th June 2024: ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ, ନୂତନ ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ,କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଶୁଭ ସୂଚନା ପାଇବେ ।

Sagittarius

ଧନୁ

Monday 03 Jun 2024

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ । ଆମୋଦ, ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ବଢିବା ଫଳରେ କର୍ମ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତ ରହିବେ । ବନ୍ଧୁ ବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପିଲା ମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ ।

ପ୍ରତିକାର- ବିଷ୍ଣୁଙ୍କ ପାଖରେ ଖେଚୋଡି ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :