• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 3rd June To 9th June 2024: ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ

ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ, ନୂତନ ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ,କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଶୁଭ ସୂଚନା ପାଇବେ ।

Capricorn

ମକର

Monday 03 Jun 2024

ପ୍ରେମିକ ପ୍ରେମିକା ମାନେ ଉତ୍ସାହିତ ହେବେ ଓ ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ମିଳିବ । ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ ହେବେ । କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ବୃଦ୍ଧି ହେବ ।

ପ୍ରତିକାର- ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :