• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd March 2025 To 9th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Monday 03 Mar 2025

ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ  ବିତିବ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।  ରାଜନିତିରେ ଆର୍ଥୀକ ଲାଭ ମିଳିବ । ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ । 
 
ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS