କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ ।
କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୈାଣସି ଖୁସି ଖବର ପାଇବେ । କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ । ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର୍ୟ୍ୟ ପାଇବେ ।
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮