କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ । ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । ମକଦ୍ଦମାରେ ଜୟଲାଭ କରିବେ । ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫