କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ମୁଣ୍ଡବ୍ୟଥା ଜନିତ ସମସ୍ୟା ଦେଖାଦେବ । ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିବେ। ବ୍ୟବସାୟରେ ଅନୁକୂଳ ବାତାବରଣ ଆସିବା ସହିତ ଧନ ବୃଦ୍ଧି ହୋଇପାରେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୁତି ମିଳିବ । ମହିଳା ମାନେ ତିରସ୍କୃତ ହୋଇପାରନ୍ତି
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨