କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାଶ୍ୱର୍ିକ ପରିସି୍ଥତି ଭଲ ରହିବାରୁ ଖୁସି ରହିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ । ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ । ମହିଳା ମାନେ ପୁରୁଣା ବନ୍ଧୁଙ୍କ ସହ ସମୟ ବିତାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଶୁଭ ରଙ୍ଗ :ବାଇଗଣୀ
ଶୁଭ ସଂଖ୍ୟା :୧