• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope From 3rd March 2025 To 9th March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Monday 03 Mar 2025

ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ପରିବାରରେ ଅନ୍ୟଙ୍କ ପାଇଁ ଚିନ୍ତା ବଢିବ । ଦେହ, ମନ ଭଲ ରହିବ । ଛାତ୍ରଛାତ୍ରୀ ମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର‌୍ୟ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି। ନୂଆ ଜମି କ୍ରୟ କରିବେ । ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ।

ପ୍ରତିକାର -   ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ  ।
 
ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS