କୁମ୍ଭ ମାସ ଫାଲ୍ଗୁନ ଶୁକ୍ଲପକ୍ଷ । ଇଂରାଜୀରେ ୦୩ ତାରିଖ ସୋମବାର । ଚନ୍ଦ୍ର- ମୀନ ପ୍ରାତଃ ୦୬.୩୯ ଗତେ ମେଷ । ତିଥି- ୪ର୍ଥୀ ସନ୍ଧ୍ୟା ୦୬.୦୨ ଗତେ ୫ମୀ । ଘାତଚନ୍ଦ୍ର- ଧନୁ ରାଶିର, ପ୍ରାତଃ ୦୬.୩୯ ଗତେ ମେଷ ରାଶିର । ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ନାସ୍ତି ।
ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ୟ୍ୟ ପାଇବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି । ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ ।
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬